ଜି-୨୦ ଅଧ୍ୟକ୍ଷତା ନେଇ ପ୍ରଧାନମନ୍ତ୍ରୀଙ୍କ ସହ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଦିନିକିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଜି-୨୦ ଅଧ୍ୟକ୍ଷତାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏକ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ସୂଚନାନୁସାରେ, ୨୦୨୩ ନଭେମ୍ବର...