ଆଜି ପୁଣି ଓଡ଼ିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା
(ଆସାମ) : ପୁଣି ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା। ଓଡ଼ିଶାରେ ଆସିବେ ନିର୍ବାଚନ ପ୍ରଚାରକୁ ଶାଣିତ କରିବା ଏବଂ ରାଜ୍ୟ ବିଜେପିର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାକୁ ଓଡ଼ିଶା ଆସୁଛନ୍ତି ହେମନ୍ତ ବିଶ୍ୱଶର୍ମା...