ଅତାବିରା ଏନଏସି ନିର୍ବାଚନରେ ବିଜେଡିର ବିଜୟ : ୨ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ
ଅତାବିରା : ଅତାବିରା ଏନଏସି ନିର୍ବାଚନରେ ବିଜେଡିର ବିଜୟ,ବରଗଡ ଅତାବିରା ଏନଏସି ନିର୍ବାଚନରେ ବାଜି ମାରିଛି ବିଜେଡି । ୧୨ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ହୋଇଛନ୍ତି ବିଜୟୀ । ଏନଏସି ଅଧ୍ୟକ୍ଷ ପଦ...
