୫ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
(ଭୋପାଲ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶ ଭୋପାଳରେ ରାଣୀ କମଳାପତି ରେଳ ଷ୍ଟେସନ୍ରେ ୫ଟି ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍ର ଶୁଭାରମ୍ଭ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ଟ୍ରେନ୍ ଗୁଡ଼ିକ ଦେଶରେ...
