Tag : Bhubaneswar

ଓଡିଶା

 ବିଜେଡିରୁ ବିଦା ହେଲେ ବିଧାୟକ ପ୍ରଫୁଲ୍ଲ ମାଝି

mahabharatanews
(ଭୁବନେଶ୍ୱର) : ବିଜେଡିରୁ ବିଦା ହେଲେ ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି । ବିଜୁ ଜନତା ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ରବିବାର ଦଳରୁ ନିଲମ୍ବନ କରିଛନ୍ତି ।...
ଓଡିଶା

ଓଡ଼ିଶାରେ ମତଦାନ ଆରମ୍ଭ

mahabharatanews
(ଭୁବନେଶ୍ୱର) :  ଓଡ଼ିଶାରେ ମତଦାନ ଆରମ୍ଭ । ପ୍ରଥମ ପର୍ଯ୍ୟାୟରେ ୪ ସଂସଦୀୟ କ୍ଷେତ୍ରରେ ଚାଲିଛି ମତଦାନ। କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର, କଳାହାଣ୍ଡି ପାଇଁ ମତଦାନ ଚାଲିଛି । ସେହିପରି ୨୮ ବିଧାନସଭା କ୍ଷେତ୍ର...
ଓଡିଶା

କାଳବୈଶାଖୀ ସମ୍ଭାବନା; ସତର୍କ ସୂଚନା ଜାରି

mahabharatanews
(ଭୁବନେଶ୍ୱର) : କାଳବୈଶାଖୀ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ଗତ ଦୁଇଦିନ ଧରି ଲାଗି ରହିଥିବା କାଳବୈଶାଖୀ ବର୍ଷା, ଝଡ଼ତୋଫାନ ଯୋଗୁଁ କଟକ, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ...
ଓଡିଶା

ଶନିବାର ଓ ରବିବାର ଛୁଟି ମଧ୍ୟ ବାତିଲ

mahabharatanews
(ଭୁବନେଶ୍ୱର) : ସାଧାରଣ ନିର୍ବାଚନ ୨୦୨୪କୁ ଆଖିରେ ରଖି ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ସରକାରୀ ଛୁଟି ଦିବସକୁ ବାତିଲ କରାଯାଇଛି । ଖୋର୍ଦ୍ଧା ଏବଂ କଟକ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ...
ଓଡିଶା

ମୋଦିଙ୍କୁ ନବୀନଙ୍କ ପ୍ରଶ୍ନ

mahabharatanews
(ଭୁବନେଶ୍ୱର) : ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ସରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତକାଲି ରାଜ୍ୟର ୩ଟି ନିର୍ବାଚନୀ ସଭାରେ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ସରକାରକୁ...
ଓଡିଶା

“ମା ପାଇଁ ଦିନଟିଏ”

mahabharatanews
(ଭୁବନେଶ୍ୱର) : ମା ପାଇଁ ଦିନଟିଏ । କଥାରେ ଅଛି ଦୁନିଆରେ ସଭିଙ୍କ ଋଣ ସୁଝି ହେବ । କିନ୍ତୁ ମାଆର ଋଣ ମରିବା ଯାଏ କେବେ କେହି ଶୁଝି ପାରିବେ ନାହିଁ। ମାଆର ଭଲ ପାଇବା, ତ୍ୟାଗ,...
ଓଡିଶା

ବଲାଙ୍ଗୀର ଗସ୍ତରେ ମୁଖ୍ୟମନ୍ତ୍ରୀ

mahabharatanews
(ଭୁବନେଶ୍ୱର) : ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରୁ ସକାଳୁ ବାହାରି ପ୍ରଥମେ କଳାହାଣ୍ଡି ଜିଲ୍ଲା ଗସ୍ତ ପରେ ସକାଳ ୧୧ଟାରେ କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀର ବଙ୍ଗୋମୁଣ୍ଡା...
ଓଡିଶା

ଆସନ୍ତାକାଲି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ

mahabharatanews
(ଭୁବନେଶ୍ୱର) :  ଆସନ୍ତାକାଲି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ । ମେ’ ୧୩ରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୨୮ ବିଧାନସଭା ଆସନରେ ପଡ଼ିବ ଭୋଟ୍...
ଓଡିଶା

ଆସନ୍ତା ୧୫ ତାରିଖ ଯାଏଁ ଝଡ଼ବର୍ଷା

mahabharatanews
(ଭୁବନେଶ୍ୱର)  : କାଳବୈଶାଖୀ ବର୍ଷା ଟ୍ୱିନ୍ ସିଟିକୁ ଅସ୍ତବ୍ୟସ୍ତ କରିପକାଇଛି । ଆସନ୍ତା ୧୫ ତାରିଖ ଯାଏଁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ପାଇଁ ୪ ଜିଲ୍ଲା- ମୟୂରଭଞ୍ଜ,...
ଓଡିଶା

ଆଖି ବୁଜିଲା ବାଘ ‘ନନ୍ଦନ’

mahabharatanews
(ଭୁବନେଶ୍ୱର) : ଆଖି ବୁଜିଲା ବାଘ ‘ନନ୍ଦନ’। ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୧୮ ବର୍ଷୀୟ ବାଘ ‘ନନ୍ଦନ’ର ମୃତ୍ୟୁ । ବୟସାଧିକ କାରଣରୁ ବେଶ୍ କିଛି ଦିନ ହେଲା ଚିକିତ୍ସାଧୀନ ଥିଲା । ସୂଚନାନୁଯାୟୀ...