ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀ
ସୁବର୍ଣ୍ଣପୁର; ଗିରଫ ହେଲେ ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫକରିଛି । ତାଙ୍କର ୨ଟି ବିଲଡିଂ,...
