ଖେଳନିଜ ପିଚରେ ହାରିଲା ଚେନ୍ନାଇmahabharatanewsMay 15, 2023 by mahabharatanewsMay 15, 20230187 ଚେନ୍ନାଇ : ରବିବାର ଚେପକରେ ଖେଳାଯାଇଥିବା ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ କୁ ରୋକିଛି କୋଲକାତା ନାଇଟ ରାଇଡର୍ସ । ପ୍ଲେ ଅଫ୍ ଦ୍ୱାରରେ ଥିବା ଚେନ୍ନାଇକୁ ୬ ୱିକେଟରେ ପରାସ୍ତ କରିଛି କୋଲକାତା...