ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ପ୍ରକାଶ ପାଇଲା ବିଜ୍ଞପ୍ତି: ନଭେମ୍ବର ୧୭ ନାମାଙ୍କନ ଦାଖଲର ଶେଷ ତାରିଖ ୧୮ରେ ଯାଞ୍ଚ
ଭୁବନେଶ୍ୱର(ଚିନ୍ମୟୀ ସ୍ୱାଇଁ) :-ପଦ୍ମପୁର ଉପନିର୍ବାଚନ ବିଜ୍ଞପ୍ତି । ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ପ୍ରକାଶ ପାଇଲା ବିଜ୍ଞପ୍ତି।ନଭେମ୍ବର ୧୭ ନାମାଙ୍କନ ଦାଖଲର ଶେଷ ତାରିଖ ୧୮ରେ ଯାଞ୍ଚ। ନଭେମ୍ବର ୨୧ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ।...