ପରିକ୍ରମା ପ୍ରକଳ୍ପ ପାଇଁ ଜମି ଦାନ କରିଥିବା କ୍ଷତିଗ୍ରସ୍ତ ଦୋକାନୀଙ୍କୁ ମିଳିବ ଦୋକାନ
ପୁରୀ/ଜୟନ୍ତ କୁମାର ସେଠି: କଥା ଦେଇ କଥା ରଖିଲେ ମୁଖ୍ୟମନ୍ତ୍ରୀ । ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ପାଇଁ ଜମି ଦାନ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେବା ସହ କ୍ଷତିଗ୍ରସ୍ତ ଦୋକାନୀଙ୍କୁ ଥଇଥାନ କରାଯିବ...
