bharatଓଡିଶାଭାରତରାଜନୀତିରାଜ୍ୟସଭା ପ୍ରାର୍ଥୀ ପାଇଁ ସ୍ୱାଧୀନ ପ୍ରାର୍ଥୀଙ୍କୁ ଆମେ ସମର୍ଥନ କରିବୁ ।mahabharatanewsMarch 3, 2026 by mahabharatanewsMarch 3, 202608 ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା ପରେ ସାମ୍ବାଦିକ ସମ୍ମିଳନୀ କରି ୪ର୍ଥ ଆସନ ବିଷୟରେ ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଯେ ରାଜ୍ୟର ଦୁଇ ଜଣ ଯୋଗ୍ୟ...
ଓଡିଶାଅଭିଜିତଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀmahabharatanewsJanuary 25, 2026 by mahabharatanewsJanuary 25, 2026025 ପରଲୋକରେ ଅଭିଜିତ ମଜୁମଦାର । ଭୁବନଶ୍ବେର ଏମସ୍ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଦୀର୍ଘ ଦିନ ଧରି ଚିକିତ୍ସିତ ହେଉଥିଲେ । ଶେଷରେ ତାଙ୍କ ଦେହାନ୍ତ ହୋଇଛି । ୫୪ ବର୍ଷ...
ଓଡିଶାଦେଶ ବିଦେଶଭାରତନୂଆବର୍ଷର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀmahabharatanewsJanuary 1, 2026 by mahabharatanewsJanuary 1, 2026023 ନୂଆବର୍ଷର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଛନ୍ତି । ଦେଶବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...
ଓଡିଶାଖରିଫ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀmahabharatanewsDecember 24, 2025 by mahabharatanewsDecember 24, 2025017 ଆଜି ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବିଭିନ୍ନ ଜିଲ୍ଲାରେ କେମିତି ଚାଲିଛି ଧାନ ସଂଗ୍ରହ ପ୍ରକ୍ରିୟା ତାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଉପ ମୁଖ୍ୟମନ୍ତ୍ରୀ ତଥା କୃଷି...
ଓଡିଶାରାଜନୀତିମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀmahabharatanewsDecember 22, 2025 by mahabharatanewsDecember 22, 2025020 କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି)ର ତୁରନ୍ତ ପୁନର୍ଗଠନ ପାଇଁ ଅନୁରୋଧ କରିଛନ୍ତି ।...
ଓଡିଶାପ୍ରଯୁକ୍ତିବିଦ୍ୟାଵାଣିଜ୍ୟଶିକ୍ଷାAI ର ସଫଳ ରୂପାୟନ ପାଇଁ ଅନୁଷ୍ଠିତ ହୋଇଛି AI Impact summit 2025mahabharatanewsDecember 19, 2025 by mahabharatanewsDecember 19, 2025027 ଆଜି ଭୁବନେଶ୍ୱର ସ୍ଥିତ ଲୋକସଭା କନ୍ଭେନସନ୍ ହଲରେ ଅନୁଷ୍ଠିତ ହୋଇ ଯାଇଛି AI Impact summit ୨୦୨୫ ଯାହା ଦୁଇଦିନ ଧରି ହେବାକୁ ଥିବାବେଳେ ଏଠାରେ ବଡ ସୂଚନା ଦେଇଛନ୍ତି ମନ୍ତ୍ରୀ , ଆଉ...
ଓଡିଶାନୂଆ କରି ଚୟନ କରାଯାଇଥିବା ୭ଟି ବିଭାଗର ୧ ହଜାର ୬୮୬ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀmahabharatanewsSeptember 15, 2025September 15, 2025 by mahabharatanewsSeptember 15, 2025September 15, 2025098 ଭୁବନେଶ୍ୱର:- ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାଣ୍ଟିବେ ନିଯୁକ୍ତି ପତ୍ର । ନୂଆ କରି ଚୟନ କରାଯାଇଥିବା ୭ଟି ବିଭାଗର ୧ ହଜାର ୬୮୬ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦିଆଯିବ । କୃଷି ଓ...
ଓଡିଶାଭାରତଵାଣିଜ୍ୟଜିଏସଟି ସ୍ଲାବକୁ ନେଇ ନିଷ୍ପତ୍ତି ପରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ କଲେ ପ୍ରେସମିଟ୍mahabharatanewsSeptember 4, 2025 by mahabharatanewsSeptember 4, 20250179 ଭୁବନେଶ୍ୱର:- ବୁଧବାର ଜିଏସଟି ପରିଷଦର ୫୬ ତମ ବୈଠକରେ ନିତ୍ୟ ଆବଶ୍ୟକ ଜିନିଷ ଉପରେ କର ହ୍ରାସ କରିଛନ୍ତି । ବର୍ତ୍ତମାନର ୪ ସ୍ତରୀୟ ଜିଏସଟି ସ୍ଲାବ୍ (୫%, ୧୨%, ୧୮%, ଏବଂ ୨୮%)କୁ...
ଓଡିଶାମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେmahabharatanewsSeptember 1, 2025 by mahabharatanewsSeptember 1, 20250149 ଭୁବନେଶ୍ୱର:- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଆସନ୍ତାକାଲି ଦିଲ୍ଲୀରେ ହେବାକୁ ଥିବା ସେମିକନ ସମ୍ମିଳନୀରେ ଯୋଗଦେବେ। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀ ଏବଂ କେନ୍ଦ୍ରୀୟ ନେତୃତ୍ୱକୁ...
ଓଡିଶାରାଜନୀତିରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ୍ ବୈଠକରେ ୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛିmahabharatanewsAugust 13, 2025 by mahabharatanewsAugust 13, 2025088 ଭୁବେନେଶ୍ୱର:- ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ୍ ବୈଠକରେ ଆଜି ୬ଟି ବିଭାଗର ୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସରକାର କୃଷି,...