ଓଡିଶାବନ୍ୟା ମୁକାବିଲା ପାଇଁ 1000 କୋଟିର ସହାୟତା ଘୋଷଣାmahabharatanewsAugust 18, 2026 by mahabharatanewsAugust 18, 2026033 ବନ୍ୟା ମୁକାବିଲା ପାଇଁ 1000 କୋଟିର ସହାୟତା ଘୋଷଣା| ବନ୍ୟା ପାଇଁ 10 ସୂତ୍ରୀ ଫର୍ମୁଲା| ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ | ବନ୍ୟା ପ୍ରଭାବିତ ଙ୍କୁ ମିଳିବ ମାଗଣା ରିଲିଫ ଚାଉଳ| ଚାଷୀ...
ଓଡିଶାଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀmahabharatanewsMay 30, 2026 by mahabharatanewsMay 30, 2026028 ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ଶ୍ରୀ ପିଲ୍ଲା ପୂର୍ବରୁ ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର...
ଓଡିଶାମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀmahabharatanewsMay 29, 2026 by mahabharatanewsMay 29, 2026046 ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିର୍ବାଦ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଓ ତାଙ୍କର ନିକଟ ସମ୍ପର୍କୀୟ। ଅପରାହ୍ନ ପ୍ରାୟ ୫.୧୦ରେ ଶ୍ରୀମନ୍ଦିର ନିକଟରେ ପହଞ୍ଚିବା ପରେ ପରିଚାଳନା କମିଟି...
ଓଡିଶାବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀmahabharatanewsMay 28, 2026 by mahabharatanewsMay 28, 2026039 ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଓଡ଼ିଶା ସିଭିଲ ସର୍ଭିସ୍ (OCS) ପରୀକ୍ଷା-୨୦୨୪ରେ ପ୍ରଥମ ସ୍ଥାନ ଅଧିକାର କରିଥିବା କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ତୋଳଙ୍କପଡ଼ା ଗ୍ରାମର ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ...
ଓଡିଶା4 ଲକ୍ଷ 27 ହଜାର 487 କ୍ଷତିଗ୍ରସ୍ତ ଫେରି ପାଇଲେଣି ଚିଟଫଣ୍ଡ ଟଙ୍କାmahabharatanewsMarch 30, 2026 by mahabharatanewsMarch 30, 2026047 4 ଲକ୍ଷ 27 ହଜାର 487 କ୍ଷତିଗ୍ରସ୍ତ ଫେରି ପାଇଲେଣି ଚିଟଫଣ୍ଡ ଟଙ୍କା. ରୋଜ ଭ୍ୟାଲି ଗ୍ରୁପ, ଗୋଲଡେନ ଲ୍ୟାଣ୍ଡ ଭ୍ୟାଲୁ ଏବଂ ହାଇ-ଟେକ ଇଷ୍ଟେଷ୍ଟ ପ୍ରମୋଟର ଗ୍ରୁପର 8 ଲକ୍ଷ 78 ହଜାର...
bharatଓଡିଶାଭାରତରାଜନୀତିରାଜ୍ୟସଭା ପ୍ରାର୍ଥୀ ପାଇଁ ସ୍ୱାଧୀନ ପ୍ରାର୍ଥୀଙ୍କୁ ଆମେ ସମର୍ଥନ କରିବୁ ।mahabharatanewsMarch 3, 2026 by mahabharatanewsMarch 3, 2026057 ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା ପରେ ସାମ୍ବାଦିକ ସମ୍ମିଳନୀ କରି ୪ର୍ଥ ଆସନ ବିଷୟରେ ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଯେ ରାଜ୍ୟର ଦୁଇ ଜଣ ଯୋଗ୍ୟ...
ଓଡିଶାଅଭିଜିତଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀmahabharatanewsJanuary 25, 2026 by mahabharatanewsJanuary 25, 2026084 ପରଲୋକରେ ଅଭିଜିତ ମଜୁମଦାର । ଭୁବନଶ୍ବେର ଏମସ୍ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଦୀର୍ଘ ଦିନ ଧରି ଚିକିତ୍ସିତ ହେଉଥିଲେ । ଶେଷରେ ତାଙ୍କ ଦେହାନ୍ତ ହୋଇଛି । ୫୪ ବର୍ଷ...
ଓଡିଶାଦେଶ ବିଦେଶଭାରତନୂଆବର୍ଷର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀmahabharatanewsJanuary 1, 2026 by mahabharatanewsJanuary 1, 2026075 ନୂଆବର୍ଷର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଛନ୍ତି । ଦେଶବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...
ଓଡିଶାଖରିଫ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀmahabharatanewsDecember 24, 2025 by mahabharatanewsDecember 24, 2025056 ଆଜି ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବିଭିନ୍ନ ଜିଲ୍ଲାରେ କେମିତି ଚାଲିଛି ଧାନ ସଂଗ୍ରହ ପ୍ରକ୍ରିୟା ତାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଉପ ମୁଖ୍ୟମନ୍ତ୍ରୀ ତଥା କୃଷି...
ଓଡିଶାରାଜନୀତିମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀmahabharatanewsDecember 22, 2025 by mahabharatanewsDecember 22, 2025070 କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି)ର ତୁରନ୍ତ ପୁନର୍ଗଠନ ପାଇଁ ଅନୁରୋଧ କରିଛନ୍ତି ।...