ଓଡିଶାପବିତ୍ର ଅକ୍ଷୟ ତୃତୀୟ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛାmahabharatanewsMay 3, 2022 by mahabharatanewsMay 3, 20220298 ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟୁଇଟର ମାଧ୍ୟମରେ ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ...