ଦୁର୍ନୀତିଗ୍ରସ୍ଥ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ, ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ଥ ଓ ଅପାରଗଙ୍କୁ ରାଜ୍ୟ ସରକାରଙ୍କ ଛାଟ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ...
