ଭାରତଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮୦ କରୋନା ଆକ୍ରାନ୍ତ ଚିହ୍ନଟmahabharatanewsApril 21, 2022 by mahabharatanewsApril 21, 20220329 ନୂଆଦିଲ୍ଲୀ: ଦେଶରେ ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮୦ କରୋନା...
ଭାରତଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୦୬୭ କରୋନା ଆକ୍ରାନ୍ତ ଚିହ୍ନଟmahabharatanewsApril 20, 2022April 20, 2022 by mahabharatanewsApril 20, 2022April 20, 20220299 ନୂଆଦିଲ୍ଲୀ: ଦେଶରେ ପୁଣିଥରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୦୬୭ କରୋନା...
ଭାରତଦେଶରେ ୧୨୪୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟmahabharatanewsApril 19, 2022 by mahabharatanewsApril 19, 20220212 ନୂଆଦିଲ୍ଲୀ: ଦେଶରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨୪୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି...
ଭାରତଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୮୩ କରୋନା ଆକ୍ରାନ୍ତ ଚିହ୍ନଟ mahabharatanewsApril 18, 2022 by mahabharatanewsApril 18, 20220312 ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣଙ୍କ ସଂଖ୍ୟା ହ୍ରାସ ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୮୩ କରୋନା...
ଓଡିଶାରାଜ୍ୟରୁ ୨୪ ଘଣ୍ଟାରେ ୧୭ ଜଣ କରୋନା ସଂକ୍ରମିତ ଚିହ୍ନଟmahabharatanewsApril 15, 2022 by mahabharatanewsApril 15, 20220316 (ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ...
ଭାରତଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୦୭ କରୋନା ଆକ୍ରାନ୍ତ ଚିହ୍ନଟmahabharatanewsApril 14, 2022 by mahabharatanewsApril 14, 20220350 ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣ ହାର ହ୍ରାସ ପାଇଛି । ଏହାରି ମଧ୍ୟରେ ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୦୭ କରୋନା ଆକ୍ରାନ୍ତ ଚିହ୍ନଟ ଓ...
ଭାରତଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୮୮ କରୋନା ଆକ୍ରାନ୍ତ ଚିହ୍ନଟmahabharatanewsApril 13, 2022 by mahabharatanewsApril 13, 20220309 ନୂଆଦିଲ୍ଲୀ: ରାଜ୍ୟରେ ଏବେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୮୮ କରୋନା ସଂକ୍ରମଣ ଚିହ୍ନଟ ଓ ୨୬ ଜଣ ମୃତ୍ୟୁ ହୋଇଥିବା ନେଇ ରେକର୍ଡ...
ଭାରତଗୁଜରାଟରେ ପ୍ରଥମ ‘ଏକ୍ସଇ କରୋନା ଭାଇରସ୍’ ଆକ୍ରନ୍ତ ଚିହ୍ନଟmahabharatanewsApril 9, 2022 by mahabharatanewsApril 9, 20220328 ନୂଆଦିଲ୍ଲୀ: ଏବେ ଦେଶରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏହାରି ମଧ୍ୟରେ ଆଉ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି । ଗୁଜରାଟରେ ‘ଓମିକ୍ରନ୍’ର ଉପ-ପ୍ରଜାତି ‘ଏକ୍ସ୍ଇ କରୋନା ଭାଇରସ୍’ର ପ୍ରଥମ...
ଓଡିଶାରାଜ୍ୟରୁ ୧୧ କରୋନା ସଂକ୍ରମିତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେmahabharatanewsApril 9, 2022 by mahabharatanewsApril 9, 20220331 (ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା...
ଭାରତଦିଲ୍ଲୀରେ ପୁଣି ଥରେ ବୃଦ୍ଧି ପାଇବାରେ ଲାଗିଛି କରୋନାmahabharatanewsApril 7, 2022 by mahabharatanewsApril 7, 20220315 (ଦିଲ୍ଲୀ) : ଭାରତର ରାଜଧାନୀ ଦିଲ୍ଲୀରେ ପୁଣି ଥରେ ବୃଦ୍ଧି ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟାରେ ୧୨୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ହାର ଏପ୍ରିଲ ୪...