ଜିଲ୍ଲାରେ ଆଇନଶୃଙ୍ଖଳା ଦିନକୁ ଦିନ ଜଟିଳ — ଦିବାଲୋକରେ ମେଡିକାଲ ସୁରକ୍ଷା କର୍ମୀଙ୍କୁ ଖଣ୍ଡାରେ ଆକ୍ରମଣ
ଫୁଲବାଣୀରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଉଠିଛି ପ୍ରଶ୍ନ। ଦିବାଲୋକରେ ଜଣେ ମେଡିକାଲ ସୁରକ୍ଷା କର୍ମୀଙ୍କୁ ଖଣ୍ଡାରେ ଆକ୍ରମଣ କରି ଗୁରୁତର କରିଦେଇଛନ୍ତି ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ପ୍ରଥମେ ଫୁଲବାଣୀ ଜିଲ୍ଲା ମୁଖ୍ୟ...
