ସିଏସଆଇଆର ପ୍ରଥମ ମହିଳା ନିର୍ଦ୍ଦେଶକ ହେଲେ ନଲ୍ଲାଥମୀ କଲାଇସେଲବୀ
ନୂଆଦିଲ୍ଲୀ: ବରିଷ୍ଠ ବୈଜ୍ଞାନିକ ନଲ୍ଲାଥମୀ କଲାଇସେଲବୀଙ୍କୁ ବୈଜ୍ଞାନିକ ଓ ଔଦ୍ୟୋଗିକ ଗବେଷଣା କେନ୍ଦ୍ର (ସିଏସଆଇଆର)ର ପ୍ରଥମ ମହିଳା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ଦେଶର ୩୮ଟି ଗବେଷଣା କେନ୍ଦ୍ରର ନେତୃତ୍ୱ ନେଉଥିବା ସିଏସଆଇଆର ପରିଚାଳନା...
