ବିବାହର ପ୍ରତିଶ୍ରୁତି ଦେଇ ପ୍ରାପ୍ତ ବୟସ୍କ ମହିଳାଙ୍କ ସହିତ ଶାରୀରିକ ସଂପର୍କ ରଖିବା ଦୁଷ୍କର୍ମ ନୁହେଁ
କଟକ: ଓଡିଶା ହାଇକୋର୍ଟଙ୍କ ଗୁରୁତ୍ୱ ପୂର୍ଣ୍ଣ ରାୟ। ବିବାହର ପ୍ରତିଶ୍ରୁତି ଦେଇ ପ୍ରାପ୍ତ ବୟସ୍କ ମହିଳାଙ୍କ ସହିତ ଶାରୀରିକ ସଂପର୍କ ରଖିବା ଦୁଷ୍କର୍ମ ନୁହେଁ। ସହମତିରେ ପ୍ରାପ୍ତ ବୟସ୍କା ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା...
