ସ୍ୱର୍ଣ୍ଣ ପଦକ ବିଜେତା ଅଚିଣ୍ଟା ଶିଉଳିଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି କ୍ରୀଡା ମନ୍ତ୍ରୀଙ୍କ ଶୁଭେଚ୍ଛା
ବର୍ମିଂହାମ: ବର୍ମିଂହାମ କମନୱେଲଥ ଗେମ୍ସ ୨୦୨୨ ରେ ସ୍ୱର୍ଣ୍ଣ ପଦକ ବିଜେତା ଅଚିଣ୍ଟା ଶିଉଳିଙ୍କୁ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର ଅଭିନନ୍ଦନ ଜଣାଇଛନ୍ତି। ୭୩...