ଆଣ୍ଡାମାନସାଗର ନିକଟବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ଆଣ୍ଡାମାନସାଗର ନିକଟବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ । ୨୩ ତାରିଖ ସକାଳୁ ଦକ୍ଷିଣ-ପଶ୍ଚିମ ଦିଗରେ ଗତି କରିବ ଓ ତାପରେ ଉତ୍ତର-ପଶ୍ଚିମ...
