ଆନନ୍ଦପୁରରେ ରାଜ୍ୟ ସାମ୍ବାଦିକ ସଂଘ ଆହ୍ବାନରେ ଜିଲ୍ଲା ଜାକ୍ ସଂଘ ଗଠିତ
ଆନନ୍ଦପୁର: ରାଜ୍ୟ ସାମ୍ବାଦିକ ସଂଘ ଆହ୍ବାନ କ୍ରମେ କେନ୍ଦୁଝର ଜିଲ୍ଲାର ବିଭିନ୍ନ କ୍ଷେତ୍ରରେ କାର୍ୟ୍ୟରତ ଆଗଧାଡିର ସାମ୍ବାଦିକ ମାନଙ୍କୁ ନେଇ ଆନନ୍ଦପୁର ଉପଖଣ୍ଡ ଶାଳପଡାସ୍ଥିତ ଜଳସେଚନ ବଙ୍ଗଳା ଠାରେ ଆଜି ଏକ ଗୁରୁତ୍ବପୂର୍ଣ୍ଣ ବୈଠକ...
