ଓଡିଶାକଣ୍ଟେନରରେ ନିଆଁ ଲାଗି ଜଳିଗଲା ୩୦ରୁ ଅଧିକ ଇଲେକ୍ଟ୍ରି ସ୍କୁଟିmahabharatanewsAugust 8, 2025 by mahabharatanewsAugust 8, 2025060 ଗଞ୍ଜାମ ଜିଲ୍ଲା ଛତ୍ରପୁର ଜାତୀୟ ରାଜପଥ ନିକଟରେ ଛତ୍ରପୁର ଜାତୀୟ ରାଜପଥରେ ସ୍କୁଟି କଣ୍ଟେନରରେ ଲାଗିଲା ନିଆଁ । ଜଳିଗଲା ୩୦ରୁ ଅଧିକ ଇଲେକ୍ଟ୍ରି ସ୍କୁଟି । ହୁତୁହୁତୁ ହୋଇ ଜଳିଗଲା ଇଲେକ୍ଟ୍ରି ସ୍କୁଟି...