ପ୍ରଧାନ ଶିକ୍ଷକଙ୍କୁ ଗ୍ରାମବାସୀ ଙ୍କ ବିଦାୟ କାଲିନ ସମ୍ବର୍ଦ୍ଧନା
କନ୍ଧମାଳ ଜିଲ୍ଲା / ମୃତ୍ୟୁଞ୍ଜୟ ଦିଗାଲ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କାଶିନୀପଦର ପଞ୍ଚାୟତ ଶାସିପଦର ପ୍ରଥମିକ ବିଦ୍ୟାଳୟର କାର୍ଯ୍ୟରତ ପ୍ରଧାନ ଶିକ୍ଷକ ମନୋରଞ୍ଜନ ମିଶ୍ରଙ୍କୁ ବିଦ୍ୟାଳୟର ପରିଚାଳନା କମିଟି ଓ ଗ୍ରାମବାସୀଙ୍କ...