ସିଦ୍ଧାନ୍ତ ସାହିତ୍ୟ ପତ୍ରିକା ପକ୍ଷରୁ ସାରସ୍ଵତ ସମାବେଶ ଓ ପୁସ୍ତକ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ
ପାରଳାଖେମୁଣ୍ଡି, ବିଶ୍ଵନାଥ କଲ୍ୟାଣ ମଣ୍ଡପ ଠାରେ ସିଦ୍ଧାନ୍ତ ସାହିତ୍ୟ ପତ୍ରିକା ପକ୍ଷରୁ ଏକ ସାରସ୍ଵତ ସମାବେଶ ଓ ପୁସ୍ତକ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ସମାବେଶରେ ଅନୁଷ୍ଠାନର ପ୍ରତିଷ୍ଠାତା ସମ୍ପାଦକ ଉପାନ୍ତ ପ୍ରହରୀ...
