ଓଡିଶାଚୈତ୍ର ମଙ୍ଗଳବାରେ ମାଆଙ୍କ ମନ୍ଦିରରେ ଭକ୍ତଙ୍କ ସମାଗମmahabharatanewsMarch 24, 2026 by mahabharatanewsMarch 24, 2026028 ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମାଆଙ୍କ ମନ୍ଦିର ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବା କୁ ମିଳିଛି। ସକାଳୁ ଭକ୍ତ ମାନେ ହଳଦୀ ପାଣି ଗଜା ମୁଆଁ, ମୁଗ ଜାଇ, ଗୁଡ଼,ମଣ୍ଡା ନଡ଼ିଆ...
ଓଡିଶାଜ୍ଞାନ ପ୍ରକାଶ ଗଜପତି ଶାଖା ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତmahabharatanewsMarch 17, 2026 by mahabharatanewsMarch 17, 2026026 ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡିସ୍ଥିତ ଉତ୍କଳ ହିତୈଷିଣୀ ସଭାଗୃହରେ ଜ୍ଞାନପ୍ରକାଶର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଜ୍ଞାନ ପ୍ରକାଶର ଜିଲ୍ଲା ମୁଖ୍ୟ ଶ୍ରୀମତୀ ସ୍ନିଗ୍ଧା ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି...
ଓଡିଶାଆମ୍ ଆଦମୀ ପାର୍ଟି ତରଫରୁ କାର୍ଯ୍ୟକର୍ତ୍ତା ସମ୍ମିଳନୀmahabharatanewsMarch 2, 2026 by mahabharatanewsMarch 2, 2026026 ଆମ୍ ଆଦମୀ ପାର୍ଟି ଗଜପତି ଜିଲ୍ଲା ତରଫରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କାର୍ଯ୍ୟାଳୟ ଠାର ଜିଲ୍ଲା ଆବାହକ ଶିଶିର କୁମାର ଭଞ୍ଜ ସାମନ୍ତଙ୍କ ଅଧ୍ୟକ୍ଷତାରେ ସକ୍ରିୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ...
ଓଡିଶାଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତmahabharatanewsMarch 2, 2026 by mahabharatanewsMarch 2, 2026028 ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ...
ଓଡିଶାଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା -୨୦୨୬ ଉଦଘାଟିତmahabharatanewsFebruary 19, 2026February 19, 2026 by mahabharatanewsFebruary 19, 2026February 19, 2026032 ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଉଦଘାଟିତ ହୋଯାଇଛି। ଉକ୍ତ ମେଳାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମେଳରେ...
ଓଡିଶାନାଟ୍ୟକାର ଆପନ୍ନା ପରିଚ୍ଛାଙ୍କ ୧୪୮ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ ଅନୁଷ୍ଠିତmahabharatanewsFebruary 17, 2026 by mahabharatanewsFebruary 17, 2026037 ଓଡ଼ିଶା ସାହିତ୍ୟ ଏକାଡେମୀ, ଭୁବନେଶ୍ୱର ଏବଂ ଆପନ୍ନା ପରିଚ୍ଛା ସ୍ମୃତି ସଂସଦର ମିଳିତ ଆନୁକୂଲ୍ୟରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସଭାଗୃହ ଠାରେ ନାଟ୍ୟକାର ଆପନ୍ନା ପରିଚ୍ଛାଙ୍କ...
ଓଡିଶାଖେଳସାଧାରଣତନ୍ତ୍ର ଦିବସ ଅବସରରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ଆୟୋଜିତmahabharatanewsJanuary 27, 2026 by mahabharatanewsJanuary 27, 2026052 ୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ଗଣମାଧ୍ୟମ ଏକାଦଶ ଓ ଜିଲ୍ଲା ପ୍ରଶାସନ ଏକାଦଶ ମଧ୍ୟରେ ଆୟୋଜିତ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ସ୍ଥାନୀୟ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ ଖେଳ ପଡିଆ ଠାରେ ଆୟୋଜିତ...
ଓଡିଶାସରସ୍ୱତୀ ଶିଶୁ ଵିଦ୍ୟା ମନ୍ଦିରରେ ସରସ୍ୱତୀ ପୂଜନ ଉତ୍ସବ ପାଳିତmahabharatanewsJanuary 23, 2026 by mahabharatanewsJanuary 23, 2026040 ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ବିଦ୍ୟାଳୟରେ ବସନ୍ତ ପଞ୍ଚମୀ ଅବସରରେ ମାଆ ସରସ୍ୱତୀଙ୍କ ପୂଜାର୍ଚ୍ଚନା ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ମହା ଆଡମ୍ବରରେ ପାଳିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନ...
ଓଡିଶାପର୍ବ ପର୍ବାଣିମନୋରଞ୍ଜନଜିଲ୍ଲା ସ୍ତରୀୟ ଗଜପତି ଉତ୍ସବ ପାଇଁ ପୌର ପରିଷଦ ପକ୍ଷ ରୁ ରହାଗିରି କାର୍ଯ୍ୟକ୍ରମ ଅନୁଷ୍ଟିତmahabharatanewsJanuary 11, 2026 by mahabharatanewsJanuary 11, 2026045 ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଆଜି ଜିଲ୍ଲା ସ୍ତରୀୟ ଗଜପତି ଉତ୍ସବ ପାଇଁ ପୌରପରିଷଦ ପକ୍ଷରୁ ର।ହ।ଗିରି କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ...
ଓଡିଶାଗଜପତି ଭାଜପାର ନୂଆ ଟିମ୍ ଘୋଷିତmahabharatanewsJanuary 1, 2026 by mahabharatanewsJanuary 1, 2026040 ଭାରତୀୟ ଜନତା ପାର୍ଟିର ଗଜପତି ଜିଲ୍ଲା ସଭାପତି ନବ କିଶୋର ଶବରଙ୍କ ଦ୍ଵାରା ନୂତନ ଭାଜପା ଟିମ ଘୋଷିତ । ଉପ ସଭାପତି ଭାବେ ମାମିଡି ରାଜେଶ୍ୱରି, ଜି ଶ୍ରୀଧର ନାଇଡ଼ୁ, ପି ବାବୁ...