ଓଡିଶାଆନ୍ତର୍ଜାତୀକ ସମବାୟ ବର୍ଷ ୨୦୨୫ ଉଦଯାପିତmahabharatanewsJanuary 1, 2026 by mahabharatanewsJanuary 1, 2026052 ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଏସ୍ ଏ ଫଙ୍କସନ୍ସ ହଲ୍ ରେ ଆନ୍ତର୍ଜାତୀକ ସମବାୟ ବର୍ଷ 2025 (ସଶକ୍ତ ସମବାୟ, ସୁଦୃଢ ସମାଜ,ସମୃଦ୍ଧ ଜୀବନ) କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ...
ଓଡିଶାଗଜପତି ମହୋତ୍ସବ-୨୦୨୫ ପ୍ରସ୍ତୁତି ବୈଠକ ଅନୁଷ୍ଠିତmahabharatanewsDecember 19, 2025 by mahabharatanewsDecember 19, 2025057 ଗଜପତି ମହୋତ୍ସବ-୨୦୨୫କୁ ନେଇ ଆଜି ଜିଲ୍ଲାପାଳ ତଥା ଜିଲ୍ଲା ସଂସ୍କୃତ ପରିଷଦ ଅଧ୍ୟକ୍ଷ ମୁନୀନ୍ଦ୍ର ହୋନନାଗାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ...
ଓଡିଶାସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଭାରତୀୟ ଭାଷା ଦିବସ ପାଳନmahabharatanewsDecember 11, 2025 by mahabharatanewsDecember 11, 2025045 ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ପାରଳାଖେମୁଣ୍ଡି ଭାରତୀୟ ଭାଷା ଦିବସ ତଥା ମହାକବି ସୁବ୍ରମଣ୍ୟମ୍ ଭାରତୀଙ୍କ ଜନ୍ମଜୟନ୍ତୀ ପାଳନ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ରୂପେ ବିଦ୍ୟାଳୟର ପରିଚାଳନା କମିଟିର କୋଷାଧ୍ୟକ୍ଷ ପ୍ରମୋଦ...
ଓଡିଶା63 ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ 2025 ପାଳିତmahabharatanewsDecember 7, 2025 by mahabharatanewsDecember 7, 2025049 ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠରେ ଥିବା ବେତା ଗୁଡା ରିଜର୍ଭ ପୋଲିସ ପଡ଼ିଆରେ 63 ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ 2025 ପାଳିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ଗଜପତି ଜିଲ୍ଲା ଆରକ୍ଷୀ...
ଓଡିଶାଗଜପତି ବ୍ଳଡ଼ ଡୋନର ପକ୍ଷରୁ ରକ୍ତଦାନ କରିବା ନେଇ ସଚେତନତା ବାଇକ ରାଲିmahabharatanewsDecember 3, 2025 by mahabharatanewsDecember 3, 2025049 ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ରାଜଦାଣ୍ଡ ଠାରେ ଗଜପତି ବ୍ଲଡ ଡୋନର ପକ୍ଷରୁ ରକ୍ତ ଦାନ କରିବା ସକାଶେ ଏକ ସଚେତନତା ବାଇକ ରାଲି ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ କୁ...
ଓଡିଶାଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ 2025 ପାଳିତmahabharatanewsDecember 3, 2025 by mahabharatanewsDecember 3, 2025036 ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ହାଇସ୍କୁଲ ଛକ ନିକଟରୁ ଏକ ରାଲି ବାହାରି ବିଜୁ କଲ୍ୟାଣ ମଣ୍ଡପ ଠାରେ ପହଞ୍ଚିଥିଲା ଅତିରିକ୍ତ ଜିଲ୍ଲାପାଳ ମୁନିଦ୍ର ହାନାଙ୍ଗା ସବୁଜ ପତାକା ଦେଖାଇ ରାଲିର...
ଓଡିଶାଓଟିଟି ପ୍ଲାଟଫର୍ମରେ ପ୍ରସାରିତ କାର୍ଯ୍ୟକ୍ରମ ଉପରେ କଟକଣା ପାଇଁ ଦାବିmahabharatanewsNovember 29, 2025 by mahabharatanewsNovember 29, 2025036 ଅଖିଳ ଭାରତୀୟ ସାହିତ୍ୟ ପରିଷଦର ୧୭ ତମ ରାଷ୍ଟ୍ରୀୟ ଅଧିବେଶନ ମଧ୍ୟପ୍ରଦେଶର ରେବାଠାରେ ନଭେମ୍ବର ୭, ୮ ଓ ୯ ତାରିଖରେ ଅନୁଷ୍ଠିତ ହୋଇଥିଲା। ଅଧିବେଶନର ଶୀର୍ଷକ ଥିଲା “ଆତ୍ମବୋଧ ସେ ବିଶ୍ଵବୋଧ”। ଏହି...
ଓଡିଶାବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ- 2026 ଜିଲ୍ଲାସ୍ତରୀୟ ଯୁଵୋତ୍ସବmahabharatanewsNovember 28, 2025 by mahabharatanewsNovember 28, 2025040 ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପଠାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ- 2026 ର ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି...
ଓଡିଶାବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନମେଳା ଉଦଘାଟିତmahabharatanewsNovember 26, 2025 by mahabharatanewsNovember 26, 2025042 ଗଜପତି ଜିଲ୍ଲା ଗୋଶାଣୀ ବ୍ଲକ ଅନ୍ତର୍ଗତ ଗାରାବନ୍ଧ ସ୍ଥିତ ସରକାରୀ ଶ୍ରୀ ଭେଙ୍କେଟେଶ୍ୱର ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନମେଳା ଉଦଘାଟିତ ହୋଇଯାଇଛି। ପାରଳା ବିଧାୟକ ଇଂ ରୂପେଶ...
ଓଡିଶାଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ 2025- 2026mahabharatanewsNovember 26, 2025 by mahabharatanewsNovember 26, 2025048 ଗଜପତି ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ନିମନ୍ତେ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ 2025 -2026 ଅତିରିକ୍ତ ଜିଲ୍ଲାପାଳ ମୁନିଦ୍ର ହନାଙ୍ଗାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ସମ୍ମିଳନୀ...