ଓଡିଶାରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରmahabharatanewsMay 8, 2023 by mahabharatanewsMay 8, 20230138 ରାଇରଙ୍ଗପୁର /ସତ୍ୟାନାରୟଣ ପାଲ : ରାଇରଙ୍ଗପୁର ଆଜି ବାମନଘାଟି ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ କାର୍ୟ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି...