ହିନ୍ଦୋଳ ଉପଖଣ୍ଡ ଡାକ୍ତରଖାନାରେ ରକ୍ତଦାନ ଶିବିର ଅନୁଷ୍ଠିତ
ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଉପଖଣ୍ଡ ଡାକ୍ତରଖାନାରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ହିନ୍ଦୋଳ ଉପଖଣ୍ଡ ଚିକିତ୍ସାଧିକାରୀ ସୁଧାଂଶୁ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ଓ ଢେଙ୍କାନାଳ ଜିଲ୍ଲା ରକ୍ତଭଣ୍ଡାର ସହଯୋଗରେ ଆୟୋଜିତ ଏହି...
