ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ପ୍ରଥମ ପଦକ ନିଶ୍ଚିତ କଲା ଭାରତୀୟ ମହିଳା କ୍ରିକେଟ୍ ଦଳ
ନୂଆଦିଲ୍ଲୀ: ବ୍ରିଟେନର ବର୍ମିଂହାମଠାରେ ଚାଲିଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ରେ ଭାରତ, ଇଂଲଣ୍ଡର ମହିଳା କ୍ରିକେଟ୍ ଦଳକୁ ହରାଇ ଫାଇନାଲରେ ପ୍ରବେଶ କରିଛି। ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଶେଷରେ ମାତ୍ର ୪...
