ଓଡିଶାଲାଣ୍ଡମାଇନ୍ ବିସ୍ଫୋରଣରେ ଜଣେ ଆଇଟିବିପି ଏଏସ୍ଆଇ ସହିଦ୍mahabharatanewsMarch 14, 2022 by mahabharatanewsMarch 14, 20220202 ମାଲକାନଗିରି: ଛତିଶଗଡ଼ ନାରାୟଣପୁର ଜିଲ୍ଲାର ସୋନପୁର ଅଞ୍ଚଳରେ ଲାଣ୍ଡମାଇନ୍ ବିସ୍ଫୋରଣ ଘଟିଛି । ଯାହା ଫଳରେ ଜଣେ ଆଇଟିବିପି ଏଏସ୍ଆଇ ସହିଦ୍ ହୋଇଥିବା ସୂଚନା ମିଳିଛି। ଏହାଛଡ଼ା ଆଉ ଜଣେ ଯବାନ ଗୁରୁତର ହୋଇଛନ୍ତି।...