ତିନି ଦିନିଆ ଓଡ଼ିଶା ଗସ୍ତରେ ଇଣ୍ଡୋନେସିଆ ରାଷ୍ଟ୍ରଦୂତ ,ଡାକୋଟା ବିମାନର କରିବେ ପରିଦର୍ଶନ
ଭୁବନେଶ୍ୱର: ଓଡ଼ିଶା ଆସିବେ ଇଣ୍ଡୋନେସିଆ ରାଷ୍ଟ୍ରଦୂତ ଇନା ହାନିଂ ଟାସ୍ କ୍ରିଷ୍ଣାମୂର୍ତ୍ତି।ଓଡିଶାରେ ତାଙ୍କର ତିନିଦିନିଆ କାର୍ଯ୍ୟକ୍ରମ ରହିଛି । ତାଙ୍କ ସହ ଆସୁଛନ୍ତି କୋଲାକାତାରେ ଅବସ୍ଥାପିତ ଇଣ୍ଡୋନେସିଆ କନସୁଲ୍ ମହେଶ ଶର୍ମା ଓ ରାଷ୍ଟ୍ରଦୂତ...
