ଆନ୍ତର୍ଜାତୀୟ ଡକ୍ଟରେଟ ପୁରସ୍କାରରେ ସମ୍ମାନିତ ହେଲେ ସାମାଜିକ କର୍ମୀ ଡ. ନବିନ ଚନ୍ଦ୍ର ଗୋରଡା
କୋରାପୁଟ/ ଦଶରଥ ମାଛ : କୋରାପୁଟ ଜିଲ୍ଲାର ସେମିଳିଗୁଡ଼ା ସାମାଜିକ କର୍ମୀ ଡ. ନବିନ ଚନ୍ଦ୍ର ଗୋରଡାଙ୍କୁ ଆନ୍ତର୍ଜାତୀୟ ଡକ୍ଟରେଟ ପୁରସ୍କାରରେ ସମ୍ମାନିତ କରାଯାଇଛି। ଭୁବନେଶ୍ୱରର ଜୟଦେବ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମାନବିକତା...