ଇସ୍ରାଏଲ ପ୍ରଧାନମନ୍ତ୍ରୀ ନଫତାଲୀ ବେନେଟଙ୍କ କରୋନା ଗ୍ରସ୍ତ, ସନ୍ଦେହ ଘେରରେ ଭାରତ ଗସ୍ତ !
ନୂଆଦିଲ୍ଲୀ: ଦୁନିଆର ଅନେକ ଦେଶରେ ଏବେ କରୋନା ମାମଲା ପୁଣି ଥରେ ବୃଦ୍ଧି ପାଇବାରେ ଲାଗିଲାଣି | ଏନେଇ ସୋମବାର ଦିନ ଇସ୍ରାଏଲର ପ୍ରଧାନମନ୍ତ୍ରୀ ନାପ୍ତାଲି ବେନେଟ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ସୂଚନା...