ଯାଜପୁରଠାରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଓ ରାଷ୍ଟ୍ରୀୟ ଏକତା ଦିବସ ପାଳିତ
ଜିଲ୍ଲା ପ୍ରଶାସନ ଓ ଭିଜିଲାନ୍ସ ବିଭାଗର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଡି.ଆର.ଡି.ଏ. ସମ୍ମିଳନୀ କକ୍ଷଠାରେ ପୂର୍ବାହ୍ନ ୧୧:୦୦ ଘଟିକା ସମୟରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ – ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଆଜିର...
