ଡୋପ ଟେଷ୍ଟରେ ବିଫଳ ହେବା ପରେ ଦକ୍ଷିଣ ଆଫ୍ରିକାର ଦ୍ରୁତ ବୋଲର କାଗିସୋ ରବାଡାଙ୍କୁ କ୍ରିକେଟର ସମସ୍ତ ପ୍ରକାର ଫର୍ମାଟରୁ ସାମୟିକ ନିଲମ୍ବିତ କରାଯାଇଛି
ନୂଆଦିଲ୍ଲୀ-: ଡୋପ ଟେଷ୍ଟରେ ବିଫଳ ହେବା କାରଣରୁ ଦକ୍ଷିଣ ଆଫ୍ରିକାର ଦ୍ରୁତ ବୋଲର କାଗିସୋ ରବାଡା ଏବେ ସାମୟିକ ଭାବେ କ୍ରିକେଟର ସମସ୍ତ ପ୍ରକାର ଫର୍ମାଟରୁ ସାମୟିକ ନିଲମ୍ବିତ ହୋଇଛନ୍ତି । ରବାଡା ନିଜେ...