ଲାଞ୍ଜି ଠାରେ ଅନ୍ତର୍ଜାତୀୟ ଆର୍ଟ ଅଫ୍ ଗିଭିଙ୍ଗ ଉପଲକ୍ଷେ ସଚେତନତା ସଭା
କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ଗ୍ରାମପଞ୍ଚାୟତ ଠାରେ କିଟ,କିସ ତରଫରୁ ଅନ୍ତର୍ଜାତୀୟ ଆର୍ଟ ଅଫ୍ ଗିଭିଙ୍ଗ ଉପଲକ୍ଷେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।ସଂସ୍ଥାର ପ୍ରାଣ ପ୍ରତିଷ୍ଠାତା ପ୍ରଫେସର ଅଚ୍ୟୁତ ସାମନ୍ତ ବିଛୁଟି...
