ଚତୁର୍ଦ୍ଧା ମୂର୍ତ୍ତିଙ୍କ ବିଗ୍ରହ ପ୍ରତିଷ୍ଠା, ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ
ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ଅନ୍ତର୍ଗତ ବନମାଳୀପୁର ଭଅଁରା ଗଡ଼ ଆଞ୍ଚଳିକ ଜଗନ୍ନାଥ ମନ୍ଦିରରେ ରତ୍ନମୁଦ, ମନ୍ଦିର ପ୍ରତିଷ୍ଠା ଓ ବିଗ୍ରହ ବିଜେ ଉତ୍ସବ ସହ ଭକ୍ତିମୟ ପରିବେଶରେ ନୀଳଚକ୍ର ବାନା ସ୍ଥାପନା ଅନୁଷ୍ଠିତ...
