Tag : Lord Jagannath

ଓଡିଶା

ଆଜି ପବିତ୍ର ଦୋଳପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ

mahabharatanews
ପୁରୀ : ଆଜି ପବିତ୍ର ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। ଦୋଳରେ ଦୋଳଗୋବିନ୍ଦ, ଚାପରେ ମଧୁସୁଦନ ଓ ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ ଭକ୍ତଙ୍କ ଭାଗ୍ୟରେ ଥିଲେ ମିଳିଥାଏ...