ଓଡିଶାମନୋରଞ୍ଜନଅଫେରା ରାଇଜରେ ରାଜେଶ୍ୱରୀmahabharatanewsJuly 21, 2022 by mahabharatanewsJuly 21, 20220167 ଭୁବନେଶ୍ୱର;ଜୀବନ ଯୁଦ୍ଧରେ ହାରିଗଲେ ଓଡ଼ିଆ ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ର । ଗତକାଲି ରାତିରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ରାତି...