ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ନିବାସରେ ଥିବା ମହାରାଜାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଜ୍ଞାପନ କରିଛନ୍ତି । ଆଜି ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ । ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...
