ଓଡିଶାମହାଶିବରାତ୍ରି: ଆଜି ୧୦ ଟାରେ ଉଠିବ ଲିଙ୍ଗରାଜଙ୍କ ମହାଦୀପmahabharatanewsMarch 1, 2022 by mahabharatanewsMarch 1, 20220187 ଭୁବନେଶ୍ୱର : ଆଜି ପବିତ୍ର ମହାଶିବରାତ୍ରି ଉପଲକ୍ଷେ ସକାଳୁ ସକାଳୁ ବିଭିନ୍ନ ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଆରମ୍ଭ ହୋଇଯାଇଛି । ଭୁବନେଶ୍ୱରର ଶ୍ରୀ ଲିଙ୍ଗରାଜ ମନ୍ଦିରରେ ଚଳିତ ବର୍ଷ କୋଭିଡ୍ କଟକଣା ଭିତରେ...