ଅପରାଧଓଡିଶାକ୍ୟାମେରାମ୍ୟାନ ମାନସ ହତ୍ୟା ମାମଲାରେ ଭଦ୍ରକରେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍mahabharatanewsMarch 24, 2022 by mahabharatanewsMarch 24, 20220143 ଭୁବନେଶ୍ୱର: କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ ଆକ୍ସନ ମୋଡ଼କୁ ଆସିଛି କ୍ରାଇମବ୍ରାଞ୍ଚ । ମାନସ ହତ୍ୟା ପଛରେ ଥିବା ରହସ୍ୟ ଓ ହତ୍ୟାକାରୀଙ୍କୁ ଧରିବା ପାଇଁ ତଦନ୍ତ ଭାର ହାତକୁ ନେଇଛି କ୍ରାଇମବ୍ରାଞ୍ଚ...
ଅପରାଧଓଡିଶାକ୍ୟାମେରାମ୍ୟାନ ମାନସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାରmahabharatanewsMarch 23, 2022 by mahabharatanewsMarch 23, 20220143 ଭୁବନେଶ୍ୱର: କ୍ୟାମେରା ମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ ପୋଲିସକୁ ମିଳିଲା ଆଉ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ । ରାଜଧାନୀ ଭୁବନେଶ୍ୱରରୁ ମିଳିଲା ଫେରାର ଶର୍ମିଷ୍ଠା ରାଉତଙ୍କ କାର । ଏୟାରଫିଲଡ ଥାନା ସ୍କାଏ...
ଅପରାଧଓଡିଶାକ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ଅବସରପ୍ରାପ୍ତ ଓଆଇଏସ୍ ନିରଞ୍ଜନ ସେଠୀ ଗିରଫmahabharatanewsMarch 21, 2022 by mahabharatanewsMarch 21, 20220275 ଭୁବନେଶ୍ୱର: କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ହତ୍ୟାକାଣ୍ଡରେ ସଂପୃକ୍ତ ଥିବା ଆଉ ୨ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଚାନ୍ଦବାଲି ପୋଲିସ । ମାନସ ହତ୍ୟା ମାମଲାରେ ଅବସରପ୍ରାପ୍ତ ଓଆଇଏସ୍ ନିରଞ୍ଜନ ସେଠୀ...