ଓଡିଶାରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ବିଦାୟୀ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାmahabharatanewsDecember 31, 2025 by mahabharatanewsDecember 31, 2025017 ମୁଖ୍ୟ ଶାସନ ସଚିବ ଭାବେ ନିଜ କାର୍ଯ୍ୟକାଳର ଶେଷ କାର୍ଯ୍ୟ ଦିବସରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ତାଙ୍କ ସହଧର୍ମିଣୀ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଆରତୀ ଆହୁଜାଙ୍କ ସହିତ ରାଜ୍ୟପାଳ ଡ....
ଓଡିଶାରାଜନୀତିରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ୍ ବୈଠକରେ ୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛିmahabharatanewsAugust 13, 2025 by mahabharatanewsAugust 13, 2025088 ଭୁବେନେଶ୍ୱର:- ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ୍ ବୈଠକରେ ଆଜି ୬ଟି ବିଭାଗର ୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସରକାର କୃଷି,...