ଓଡିଶାଓଡ଼ିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍mahabharatanewsMarch 10, 2026 by mahabharatanewsMarch 10, 2026012 ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାରେ ଯୋଗାଯୋଗ ବୃଦ୍ଧି କରିବା ପାଇଁ ଏକ ନୂତନ ଅମୃତ ଭାରତ ଏକ୍ସପ୍ରେସ ସେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ...
ଓଡିଶାରାଜ୍ୟରେ 18 ମାସରେ ମହିଳାଙ୍କ ବିରୁଦ୍ଧରେ ଘଟିଥିବା ହିଂସା ଜନିତ ମାମଲା 48 ହଜାର 789mahabharatanewsMarch 9, 2026 by mahabharatanewsMarch 9, 2026011 ରାଜ୍ୟରେ 18 ମାସରେ ମହିଳାଙ୍କ ବିରୁଦ୍ଧରେ ଘଟିଥିବା ହିଂସା ଜନିତ ମାମଲା 48 ହଜାର 789. ସେହିପରି 18 ମାସର ମହିଳା ବିରୋଧୀ ହିଂସାର ମାମଲା 48 ହଜାର 787. ରାଜ୍ୟରେ ମହିଳା, ଦଳିତ...
ଓଡିଶାଆଜି ଆସିବ ଓଡ଼ିଶା ବଜେଟ୍ ୨୦୨୬mahabharatanewsFebruary 20, 2026 by mahabharatanewsFebruary 20, 2026021 ଆଜି ଆସିବ ଓଡ଼ିଶା ବଜେଟ୍ ୨୦୨୬ । ଆସିବ ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ। ଆୟ ବ୍ୟୟର ହିସାବ ପେଡ଼ି ଖୋଲିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...
ଓଡିଶାଓଡିଶାରେ ପହଞ୍ଚିଲେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍mahabharatanewsJanuary 23, 2026 by mahabharatanewsJanuary 23, 2026029 ଓଡିଶାରେ ପହଞ୍ଚିଲେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍। କଟକରେ ପରାକ୍ରମ ଦିବସ କାର୍ୟ୍ୟକ୍ରମରେ ହେବେ ସାମିଲ । ନେତାଜୀଙ୍କ ୧୨୯ ତମ ଜୟନ୍ତୀ ଅବସରରେ ବାସଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ଉପରାଷ୍ଟ୍ରପତି । ଆଜି ଦେଶ...
ଓଡିଶାପ୍ରଯୁକ୍ତିବିଶେଷ୧୮୦୦ ଟଙ୍କା ବଦଳରେ ଏବେଠାରୁ ଗ୍ରାମରକ୍ଷୀ ପାଇବେ ୨୫୦୦ ଭତ୍ତା ।mahabharatanewsJanuary 22, 2026 by mahabharatanewsJanuary 22, 2026038 ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ଖୁସି ଖବର କାହିଁକି ନା ଏମାନଙ୍କ ବଢିଲା ମାସିକ ଭତ୍ତା । ଏଣିକି ୧୮ ଶହ ବଦଳରେ ଗ୍ରାମରକ୍ଷୀ ପାଇବେ ୨୫ ଶହ ଟଙ୍କା । ମୁଖ୍ୟମନ୍ତ୍ରୀ...
ଓଡିଶାମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ନୂଆବର୍ଷ ଶୁଭେଚ୍ଛା ଜଣାଇବା ପାଇଁ କେହି ନ ଆସିବାକୁ ଅନୁରୋଧmahabharatanewsDecember 30, 2025 by mahabharatanewsDecember 30, 2025023 ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ନୂଆବର୍ଷ ଶୁଭେଚ୍ଛା ଜଣାଇବା ପାଇଁ କେହି ନ ଆସିବାକୁ ଅନୁରୋଧ | ଏଥିସହ ସରକାରୀ କର୍ମଚାରୀ ଅଫିସ ସମୟରେ ଶୁଭେଚ୍ଛା ଓ ଅଭିନନ୍ଦନ କାର୍ଯ୍ୟକ୍ରମରେ ସାମିଲ ନ ହୋଇ...
ଓଡିଶାଖରିଫ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀmahabharatanewsDecember 24, 2025 by mahabharatanewsDecember 24, 2025027 ଆଜି ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବିଭିନ୍ନ ଜିଲ୍ଲାରେ କେମିତି ଚାଲିଛି ଧାନ ସଂଗ୍ରହ ପ୍ରକ୍ରିୟା ତାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଉପ ମୁଖ୍ୟମନ୍ତ୍ରୀ ତଥା କୃଷି...
ଓଡିଶାରାଜନୀତିମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀmahabharatanewsDecember 22, 2025 by mahabharatanewsDecember 22, 2025026 କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି)ର ତୁରନ୍ତ ପୁନର୍ଗଠନ ପାଇଁ ଅନୁରୋଧ କରିଛନ୍ତି ।...
ଓଡିଶାଚାଷୀ ଆନ୍ଦୋଳନ ଓ ସମସ୍ୟା ନେଇ ମୋହନଙ୍କ ସହ କଥାହେଲେ ଧର୍ମେନ୍ଦ୍ରmahabharatanewsDecember 12, 2025 by mahabharatanewsDecember 12, 2025034 ରାଜ୍ୟର ଚାଷୀକୂଳ ଅନେକ ଗୁଡିଏ ସମସ୍ୟା ଦେଇ ଗତି କରୁଥିବାବେଳେ ଏ ପ୍ରସଙ୍ଗରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କାରଣ ରାଜ୍ୟରେ...