ଓଡିଶାନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ଭୂକମ୍ପ ଝଟକାmahabharatanewsMarch 3, 2022 by mahabharatanewsMarch 3, 20220150 ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାରେ ମୃଦୁ ଭୁମିକମ୍ପ ଅନୁଭୂତ ହୋଇଛି। ନବରଙ୍ଗପୁର ଜିଲ୍ଲା ସ୍ଥିତ ଝରିଗାଁ ଓ ଚନ୍ଦାହାଣ୍ଡି ଏବଂ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ମୃଦୁ ଭୁମିକମ୍ପ ଅନୁଭୂତ ହୋଇଛି। ଭୂମିକମ୍ପର ତୀବ୍ରତା ରିକ୍ଟର...