Tag : #naveen

ଓଡିଶା

୨୦୦ ଶିଳ୍ପ ପ୍ରତିନିଧିଙ୍କୁ ଭେଟି ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ

mahabharatanews
ଭୁବନେଶ୍ୱର: ଟୋକିଓରେ ଆଜି ଓଡ଼ିଶା ବିଜନେସ୍ ମିଟ୍ । ପ୍ରାୟ ୨୦୦ ଶିଳ୍ପ ପ୍ରତିନିଧିଙ୍କୁ ଭେଟି ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମ୍ମିଳନୀକୁ ନିଜେ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ ।...