ମାଓବାଦୀ ସେଣ୍ଟ୍ରାଲ କ୍ୟାଡ଼ର ବିଜୟ ଏବଂ ମାଓବାଦୀ DVCM କ୍ୟାଡ଼ର ଲୋକେଶ ସଲାମେ ନିହତ
ମାଲକାନଗିରି:- ପୋଲିସ ଏନକାଉଣ୍ଟରରେ ଟଳିଲେ ଦୁଇ ଟପ କ୍ୟାଡର ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ମାନପୁର ଜିଲ୍ଲାର ମଦନବାଡା ଜଙ୍ଗଲ ରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ହୋଇଥିଲା...
