ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ନୌସେନା ମୁଖ୍ୟ ଆଡମିରାଲ୍ ଦିନେଶ ତ୍ରିପାଠୀ ଭେଟି ଆଲୋଚନା କରିଛନ୍ତି
ମୋଦୀଙ୍କୁ ଭେଟିଲେ ନୌସେନା ମୁଖ୍ୟ । ପ୍ରଧାନମନ୍ତ୍ରୀ ଲୋକ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ବୈଠକ ହୋଇଛି । ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ନୌସେନା ମୁଖ୍ୟ ଆଡମିରାଲ୍ ଦିନେଶ ତ୍ରିପାଠୀ ଭେଟି ଆଲୋଚନା କରିଛନ୍ତି ।...
