କେରେଜେଙ୍ଗ ଗ୍ରାମପଞ୍ଚାୟତର ସମିତି ସଭ୍ୟ ପ୍ରାର୍ଥୀନୀ ନମିତା ନାୟକଙ୍କ ମୃତ୍ୟୁ
ଭୁବନେଶ୍ୱର: ଆଜି ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି । ଏହାରିମଧ୍ୟରେ ପୁଣି ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବାର ସୂଚନା ମିଳିଛି। ଅନୁଗୁଳ ଜିଲ୍ଲାର ବଅଁରପାଳ ବ୍ଳକ ସାନ କେରେଜେଙ୍ଗ ଗ୍ରାମପଞ୍ଚାୟତର ସମିତି...