ଓଡିଶାରାଜନୀତିବିଧାନସଭାରୁ ଆସିଲା ସାଙ୍ଘାତିକ ତଥ୍ୟmahabharatanewsMarch 11, 2026 by mahabharatanewsMarch 11, 202605 ବିଧାନସଭାରୁ ଆସିଲା ସାଙ୍ଘାତିକ ତଥ୍ୟ । ବିଧାନସଭାରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଲିଖିତ ଉତ୍ତର ।ରାସନ କାର୍ଡ ଧାରୀଙ୍କୁ ଓଜନ ମାପରେ ଠକୁଛନ୍ତି ଡିଲର । ୭୫ଟି ରାସନ ଡିଲରଙ୍କ ବିରୁଦ୍ଧରେ ଆକ୍ସନ...
ଓଡିଶାପାଣିପାଗଗ୍ରୀଷ୍ମର ପ୍ରଭାବ ଆରମ୍ଭ ହୋଇଥିବାବେଳେ ବର୍ଷିପାରେ ବର୍ଷା ।mahabharatanewsMarch 6, 2026 by mahabharatanewsMarch 6, 2026011 ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଆରମ୍ଭ ହେବାକୁ ଥିବାବେଳେ ଆସନ୍ତା ୩ ଦିନ ମଧ୍ୟରେ ବର୍ଷା ଘଡଘଡି ସାଙ୍ଗକୁ ବିଜୁଳି ସମ୍ଭାବନା ରହିଛି । ଆଉ ଏହାର ପ୍ରଭାବ ଉପକୂଳବର୍ତ୍ତୀ ଜିଲ୍ଲାରେ ପଡିବା ନେଇ ପାଣିପାଗ...
ଓଡିଶାପର୍ବ ପର୍ବାଣିବିଶ୍ଵଶାନ୍ତି ମହାଯଜ୍ଞ ସ୍ଥଳରେ ପହଞ୍ଚିଲେ ଉଗ ଙ୍କ ଧର୍ମପତ୍ନୀmahabharatanewsFebruary 17, 2026February 17, 2026 by mahabharatanewsFebruary 17, 2026February 17, 2026013 ବିଶ୍ଵଶାନ୍ତି ମହାଯଜ୍ଞ ସ୍ଥଳରେ ପହଞ୍ଚିଲେ CM ଙ୍କ ଧର୍ମପତ୍ନୀ , ପିପିଲି ବ୍ଲକ ଦାଣ୍ଡମୁକୁନ୍ଦପୁରରେ ଆଜି ଠାରୁ ଆରମ୍ଭ ହୋଇଛି ଭବ୍ୟ ବିଶ୍ୱଶାନ୍ତି ମହାଯଜ୍ଞ। ଯେଉଁଠାରେ ଭକ୍ତି ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ହଜାର...
ଓଡିଶାଭାରତରାଜନୀତିବଜେଟ୍କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।mahabharatanewsFebruary 1, 2026 by mahabharatanewsFebruary 1, 2026015 ବଜେଟ୍କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯାହାକୁ ନେଇ ନବୀନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ବଜେଟ୍ ଉପରେ ମୁଁ ମୋର ନିରାଶା...
ଓଡିଶାଭାରତରାଜନୀତିନିର୍ଦ୍ଧାରିତ ସମୟ ପୂର୍ବରୁ ହୋଇପାରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ।mahabharatanewsJanuary 24, 2026 by mahabharatanewsJanuary 24, 2026027 ରାଜ୍ୟରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସଠିକ ସମୟ ଘୋଷଣା ହୋଇ ନଥିଲେ ମଧ୍ୟ ରାଜନୈତିକ ଦଳର ନେତାମାନେ ନିଜନିଜର କ୍ଷେତ୍ର ସଜାଡୁଛନ୍ତି। ଏବେ ରାଜ୍ୟର ଅନେକ ସରପଞ୍ଚ ଏବଂ ସମିତି ସଭ୍ୟ ଦଳ...
ଓଡିଶାରାଜନୀତି୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପ୍ରସ୍ତୁତି ଆରମ୍ଭ।mahabharatanewsJanuary 17, 2026 by mahabharatanewsJanuary 17, 2026021 ରାଜ୍ୟରେ ୨୦୨୭ ମସିହାରେ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି।ଏହି ପରିପ୍ରେକ୍ଷୀରେ ୧୭ ଜାନୁଆରୀ ୨୦୨୬ ତାରିଖ ରେ କଟକସ୍ଥିତ କେନ୍ଦ୍ରାଞ୍ଚଳ ଆୟୁକ୍ତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ...
ଓଡିଶାରାଜନୀତିନବୀନଙ୍କ ଉତ୍ତରାଧିକାରୀ ନେଇ ବଡ କଥା କହିଲେ ସମ୍ବିତ ରାଉତରାୟ ।mahabharatanewsJanuary 13, 2026January 13, 2026 by mahabharatanewsJanuary 13, 2026January 13, 2026026 ବିଜେଡି ଦଳରେ ଦଳୀୟ ଅସନ୍ତୋଷ ଓ କନ୍ଦଳ ମଧ୍ୟରେ ବିଜେଡି ନେତା ସମ୍ବିିତ ରାଉତରାୟ ଆଉ ଏକ ବଡ ଖୁଲାସା କରିଛନ୍ତି । ଯାହା ପୁଣି ଥରେ ବିଜେଡି ଭବିଷ୍ୟତକୁ ନେଇ ଅନେକ ପ୍ରଶ୍ନ...
bharatଓଡିଶାପ୍ରଯୁକ୍ତିସ୍ୱାସ୍ଥ୍ୟଆୟୁଷ୍ମାନ କାର୍ଡରେ ବଡ ପରିବର୍ତ୍ତନ କରୁଛନ୍ତି ସରକାର ଏପରି ନକଲେ କଟିଯିବ ଆୟୁଷ୍ମାନ କାର୍ଡ ।mahabharatanewsJanuary 6, 2026 by mahabharatanewsJanuary 6, 2026020 ଦେଶରେ ଲୋକଙ୍କ ଚିକିତ୍ସା ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ସ୍ୱରୂପ ସରକାର ଆୟୁଷ୍ମାନ ଯୋଜନାକୁ କାର୍ଯ୍ୟକାରୀ କରିଥିବାବେଳେ ଏବେ ଏଥିରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବାରର୍ତ୍ତନ କରିବାକୁ ଯାଉଛନ୍ତି ସରକାର । ଯେଉଁଥିପାଇଁ ଏହି କାର୍ଡ...
ଓଡିଶାପର୍ବ ପର୍ବାଣିଭାରତହି ଦିନଠାରୁ ଖୋଲିବ ଲୋକ ଭବନ , ଜାଣନ୍ତୁ କପରି ଫ୍ରିରେ ସୁନ୍ଦର ପରିବେଶକୁ ଉପଭୋକ କରିବେmahabharatanewsJanuary 5, 2026 by mahabharatanewsJanuary 5, 2026019 ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଲୋକଙ୍କ ପାଇଁ ଖୋଲିବ ଲୋକ ଭବନ । ଆସନ୍ତା ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ଲାଗି ଭବନର ଉଦ୍ୟାନ ଖୋଲାଯିବା ନେଇ ଯୋଜନା ରହିଛି...
Accidentଓଡିଶାଯୋଗାଯୋଗପଲ୍ୟୁସନ୍ ସାର୍ଟିଫିକଟେ୍ ପାଇଁ ଲୋକଙ୍କ ପ୍ରବଳ ଭିଡmahabharatanewsDecember 23, 2025December 23, 2025 by mahabharatanewsDecember 23, 2025December 23, 2025021 ପଲ୍ୟୁସନ୍ ସାର୍ଟିଫିକେଟ୍ ପାଇଁ ପଲ୍ୟୁସନ୍ ସେଣ୍ଟର ଗୁଡିକରେ ଲୋକଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଛି । ନିକଟରେ ପଲ୍ୟୁସନ୍ ସାର୍ଟିଫିକେଟ ନଥିଲେ ତେଲ ନମିଳିବା ନେଇ ସରକାରଙ୍କ ନିର୍ଦ୍ଦେଶ ପରେ ଏବେ ପଲ୍ୟୁସନ୍ ଟେଷ୍ଟିଂ...