ବିଜେପି ଛାଡି BRSରେ ଯୋଗଦେବେ କି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ ?
ଭୁବନେଶ୍ୱର : ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦଶେଖର ରାଓଙ୍କୁ ଭେଟିଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗାମାଙ୍ଗ ଓ ତାଙ୍କ ପୁଅ ଶିଶିର ଗମାଙ୍ଗ । ୨୦୨୪ ନିର୍ବାଚନ ପୂର୍ବରୁ ଅଚାନକ ଏହି ଭେଟ୍ଘାଟ...